ଅନ୍ତର୍ଜାତୀୟ

ରୁଷିଆର ସାର୍ବଭୌମତ୍ୱ କିମ୍ବା ସ୍ବାଧୀନତା ଉପରେ ବିପଦ ଦେଖାଦେଲେ ମସ୍କୋ ଆଣବିକ ଅସ୍ତ୍ର ବ୍ୟବହାର କରିବ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି

ରୁଷିଆର ସାର୍ବଭୌମତ୍ୱ କିମ୍ବା ସ୍ବାଧୀନତା ଉପରେ ବିପଦ ଦେଖାଦେଲେ ମସ୍କୋ ଆଣବିକ ଅସ୍ତ୍ର ବ୍ୟବହାର କରିବ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ଏଥିସହ ଆମେରିକାକୁ ଆଣବିକ ସଂଘର୍ଷରୁ ଦୂରେଇ ରହିବାକୁ ସେ ପରାମର୍ଶ ଦେଇଛନ୍ତି।

ରୁଷୀୟ ସରକାରୀ ଟିଭି ଚ୍ୟାନେଲକୁ ପୁଟିନ୍‌ ସାକ୍ଷାତ୍‌କାର ଦେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଜଣେ ବର୍ଷିଆନ ରାଜନେତା ଭାବେ ଅଭିହିତ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com