ଅନ୍ୟାନ୍ୟ

ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ମାଣ୍ଡୋସ୍

ଭୁବନେଶ୍ୱର, ୦୭ /୧୨ /୨୦୨୨-  ବାତ୍ୟା ମାଣ୍ଡୋସ୍, ଘନୀଭୂତ ହୋଇ ଗଭୀର ଅବାପାତରେ ପରିଣତ ହେଲା । ବର୍ତ୍ତମାନ ଦକ୍ଷିଣପୂର୍ବ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମବଙ୍ଗୋପସାଗର  ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ମାଣ୍ଡୋସ୍ । ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ତାମିଲନାଡୁ, ପୁଡୁଚେରୀ କିମ୍ବା ଦକ୍ଷିଣ ଆନ୍ଧ୍ର ଉପକୂଳରେ ଏହା ସ୍ଥଳଭାଗ ଛୁଇଁବ ।

Related Articles

Back to top button
WP Twitter Auto Publish Powered By : XYZScripts.com