ଅନ୍ୟାନ୍ୟ

ନୂଆ ଯାତ୍ରୀବାହୀ ଗାଡ଼ିରେ ଭେହିକିଲ୍‌‌ ଲୋକେସନ୍‌‌ ଟ୍ରାକିଂ ଡିଭାଇସ୍‌‌ (VLTD) ଲାଗିବ

୨୦୨୪ ଜାନୁଆରୀ ପହିଲାରୁ ପଞ୍ଜିକୃତ ହେବାକୁ ଥିବା ସମସ୍ତ ନୂଆ ଯାତ୍ରୀବାହୀ ଗାଡ଼ିରେ ଭେହିକିଲ୍‌‌ ଲୋକେସନ୍‌‌ ଟ୍ରାକିଂ ଡିଭାଇସ୍‌‌ (VLTD) ଲାଗିବ।

ଏନେଇ ଆଜି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଜାନୁଆରୀ ପହିଲାରୁ ନୂଆ ଗାଡ଼ିରେ ଲାଗିବ ଭେହିକିଲ୍‌‌ ଲୋକେସନ୍‌‌ ଟ୍ରାକିଂ ଡିଭାଇସ୍‌‌। ଏଥି ସହିତ ୨୦୨୪ ଜୁନ୍ ୩୦ ସୁଦ୍ଧା ପୁରୁଣା ଗାଡ଼ିରେ ଲାଗିବ ଭିଏଲ୍‌‌ଟିଡି।

Related Articles

Back to top button