ରାଜନୀତି

କଂଗ୍ରେସ ତରଫରୁ ଜାନୁଆରୀ ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ଭାରତ ନ୍ୟାୟ ଯାତ୍ରାର ନାମ ପରିବର୍ତ୍ତନ କରିଛି

କଂଗ୍ରେସ ତରଫରୁ ଜାନୁଆରୀ ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ଭାରତ ନ୍ୟାୟ ଯାତ୍ରାର ନାମ ପରିବର୍ତ୍ତନ କରିଛି । ଏବେ ଏହି ଯାତ୍ରାକୁ ଭାରତ ଯୋଡ ନ୍ୟାୟ ଯାତ୍ରା ନାମରେ ଦଳ ନାମିତ କରିଛି ।

ଗୁରୁବାର ଦିନ ଦିଲ୍ଲୀସ୍ଥିତ ଦଳର ମୁଖ୍ୟାଳୟରେ ଚାଲିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ଅଧ୍ୟକ୍ଷତା ମଲ୍ଲିକାର୍ଜୁନ ଖଡଗେ କରିଥିଲେ । ଏଥିରେ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ଦଳର ସମସ୍ତ ମସଚିବମାନେ ଯୋଗ ଦେଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com