Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଆଜି ଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଆରମ୍ଭ

ପୁରୀ: ଆଜି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି | ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିବା ବେଳେ ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ | ଏହି ଏକ ମାସ ମା ମହାଲକ୍ଷ୍ମୀ ବାପ ଘରକୁ ଯିବାର ଵିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି |  ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଓ ଅବକାଶ ନିତୀ ବଢିବା ପରେ ପହିଲି ଭୋଗ ଲାଗି କରାଯାଏ |

Related Articles

Back to top button
WP Twitter Auto Publish Powered By : XYZScripts.com