ରାଜନୀତି

ଯଦି ୨୦୨୪ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ ଟିଏମ୍‌ସି ନେତା କୁନାଲ ଘୋଷ ଦଳ ଛାଡ଼ିବା ନେଇ ଘୋଷଣା କରନ୍ତି ତେବେ ମମତା ବାନାର୍ଜୀଙ୍କ ଲାଗି ଏହା ବଡ଼ ଝଟ୍‌କା ହେବ

ଯଦି ୨୦୨୪ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ ଟିଏମ୍‌ସି ନେତା କୁନାଲ ଘୋଷ ଦଳ ଛାଡ଼ିବା ନେଇ ଘୋଷଣା କରନ୍ତି ତେବେ ମମତା ବାନାର୍ଜୀଙ୍କ ଲାଗି ଏହା ବଡ଼ ଝଟ୍‌କା ହେବ।

ଗୋଟିଏ ପଟେ ଅନ୍ୟ ରାଜନୈତିକ ଦଳ ସାଂଗଠନିକସ୍ତରରେ ମଜଭୂତ ହେବାକୁ ସମସ୍ତ କୌଶଳ ଆପଣାଉଥିବା ବେଳେ ମମତାଙ୍କ ଦଳରେ ବିଦ୍ରୋହ ଦେଖାଦେଇଛି। କାରଣ ପାଖଲୋକ କୁହାଯାଉଥିବା କୁନାଲ ଘୋଷ ତାଙ୍କ ଉପରେ ଖପ୍ପା ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com