ଅନ୍ତର୍ଜାତୀୟ

ଜାପାନ ୨୦ଅରବ ଡଲାର ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରି ଯେଉଁ ଏୟାରପୋର୍ଟ ତିଆରି କରିଥିଲା ତାହା ଏବେ ସମୁଦ୍ରରେ ବୁଡିବାକୁ ଯାଉଛି

ଜାପାନ ୨୦ଅରବ ଡଲାର ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରି ଯେଉଁ ଏୟାରପୋର୍ଟ ତିଆରି କରିଥିଲା ତାହା ଏବେ ସମୁଦ୍ରରେ ବୁଡିବାକୁ ଯାଉଛି। ଦେଶର ଗ୍ରେଟର ଓସାକାସ୍ଥିତ କାନସାଇ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ମଣିଷ ଦ୍ୱାରା ନିର୍ମିତ ଦ୍ୱୀପରେ ଅବସ୍ଥିତ।

କୁହାଯାଉଛି ଏହା ବଡ ବଡ କୋଠାର ବୋଝରେ ଦ୍ୱୀପଟି ଦବି ଯାଉଛି। ଏଥିସହ ଏୟାରପୋର୍ଟରେ ହେଉଥିବା ଟ୍ରାଫିକ ଜାମ ଯୋଗୁ ଏପରି ହେଉଥିବା ଅନୁମାନ କରାଯାଉଛି। ଏହି ଏୟାରପୋର୍ଟଟି ୧୯୯୪ ସେପ୍ଟେମ୍ବର ୪ରେ ଉଦ୍‌ଘାଟନ କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com