ବିଜ୍ଞାନ ଓ ପ୍ରଯୁକ୍ତି

ସୈନିକ ସ୍କୁଲର ହୀରକ ଜୟନ୍ତୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

 ଭୁବନେଶ୍ୱର, ୨୪/୧୨/୨୦୨୨-  ଭୁବନେଶ୍ୱର ସୈନିକ ସ୍କୁଲର ୬୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ହେଉଛି ହୀରକ ଜୟନ୍ତୀ । ଶନିବାର ଏବଂ ରବିବାର ୨ ଦିନ ଧରି ଆୟୋଜିତ ହେଉଥିବା ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଭୁବନେଶ୍ୱର ସୈନିକ ସ୍କୁଲ ପ୍ରତିଷ୍ଠାତା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ ମୁଖ୍ୟମନ୍ତ୍ରୀ କରିଥିଲେ ।

ଏହି ଦୁଇ ଦିନିଆ ଉତ୍ସବ ଅବସରରେ ଆର୍ମି ଡଗ୍ ଶୋ, କାଉଣ୍ଟର ଟେରରିଜମ ଡେମନଷ୍ଟ୍ରେସନ, ନାଭାଲ ବ୍ୟାଣ୍ଡ, ଏରୋ ଡାଇନାମିକ ଶୋ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ । ଉଦଯାପନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।

Related Articles

Back to top button
WP Twitter Auto Publish Powered By : XYZScripts.com