Featuredଓଡ଼ିଶାରାଜନୀତି

ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର:ଆଜି ପ୍ରାୟ ୫.୩୦ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ବୈଠକ । ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିବା ନେଇ ଆଶା କରାଯାଉଛି । ପାନୀୟ ଜଳ ଯୋଗାଣ, କୃଷି, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ ବିଷୟରେ ହେବ ଆଲୋଚନା ହେବ । ମୁଖ୍ୟମନ୍ତ୍ରୀ ଭିସି ଜରିଆରେ କ୍ୟାବିନେଟ ବୈଠକର ଅଧ୍ୟକ୍ଷତା କରିବେ । କ୍ୟାବିନେଟ ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଯୋଡି ହେବେ ।

Related Articles

Back to top button
WP Twitter Auto Publish Powered By : XYZScripts.com