ବିଜ୍ଞାନ ଓ ପ୍ରଯୁକ୍ତି

ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର, ୨୭/୧୨/୨୦୨୨-  ମଙ୍ଗଳବାର ସନ୍ଧ୍ୟା ୫ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଏକାଧିକ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିପାରେ । ଆଇନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଶିଳ୍ପ, ଜଳସମ୍ପଦ, MSME ଏବଂ ସାଧାରଣ ପ୍ରଶାସନ ବିଭାଗର ପୂର୍ବରୁ ଥିବା କେତେକ ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି । ଚଳିତ ବର୍ଷର ଏହା ଶେଷ କ୍ୟାବିନେଟ୍‍ ହୋଇପାରେ ବୋଲି କୁହାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com