ସ୍ୱାସ୍ଥ୍ୟ

କରୋନା ପାଇଁ ଆଗାମୀ ୪୦ ଦିନ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର ୨୯/୧୨/୨୦୨୨-    ଜାନୁଆରୀର ପ୍ରଥମ ୨ ସପ୍ତାହ ପରେ ଭାରତରେ କରୋନା ସଂକ୍ରମଣ ଜଟିଳ ରୂପ ନେଇପାରେ । ଗତ ୪ ଦିନ ମଧ୍ୟରେ ୪୧ ବିଦେଶ ଫେରନ୍ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି । ସେମାନଙ୍କୁ ସଙ୍ଗରୋଧରେ ରଖାଯାଇଛି । ଡିସେମ୍ବର ୨୪ ରୁ ୪୯୮ ଟି ଅନ୍ତର୍ଜାତୀୟ ବିମାନ ଚଳାଚଳର ଯାଞ୍ଚ୍‌ କରାଯାଇଛି । ଏହି ସମୟ ମଧ୍ୟରେ କରୋନା ପଜିଟିଭ ମିଳିଥିବା ଯାତ୍ରୀଙ୍କ ସମସ୍ତ ନମୁନା ଜିନୋମ ସିକୁଏନ୍ସ ପାଇଁ ପଠାଯାଇଛି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ବୁଧବାର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇଛି । ତେଣୁ ସତର୍କ ରହିବା ପାଇଁ ଆଗାମୀ ୪୦ ଦିନ ଗୁରୁତ୍ୱପୂର୍ଣ୍ଣ ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com