ଜୀବନଶୈଳୀ

ଜାନୁୟାରୀ ୫ରେ ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯/୧୨/୨୦୨୨-  ଆସନ୍ତା ଜାନୁୟାରୀ ୫ ତାରିଖରେ ରାଉରକେଲା ଗସ୍ତରେ ଯାଇ ସେଠାରେ ସେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ସହିତ ରାଉରକେଲା ସହରରୁ ମୋ ବସ ସେବା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଉଦଘାଟନ କରିଵାର କାର୍ଯ୍ୟକ୍ରମ ରହିଛି । ଜାନୁଆରୀ ୭ ତାରିଖ ଠାରୁ ରାଉରକେଲାରୁ ଭୁବନେଶ୍ୱର କମର୍ସିଆଲ ଫ୍ଲାଇଟ ଚଳାଚଳ ଆରମ୍ଭ କରିବ । ଜାନୁଆରୀ ୧୪ ତାରିଖ ଠାରୁ ରାଉରକେଲା ସିଟି ଫେଷ୍ଟ ଆରମ୍ଭ ହେବ । ବିଭିନ୍ନ ମାର୍କେଟ ସହିତ ଖାଦ୍ୟ, ସେଲିବ୍ରିଟି ନାଇଟ ଅନୁଷ୍ଠିତ ହେବ ।

Related Articles

Back to top button
WP Twitter Auto Publish Powered By : XYZScripts.com