ବିଜ୍ଞାନ ଓ ପ୍ରଯୁକ୍ତି

ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର, ୩୧/୧୨/୨୦୨୨ –   ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ଜାନୁଆରୀ ୧୭ ତାରିଖରୁ ଅନଲାଇନରେ ଆବେଦନ ଆରମ୍ଭହେବ । ଆଶାୟୀ ଛାତ୍ରଛାତ୍ରୀ http:/opsc.gov.inରେ କରିପାରିବେ ଆବେଦନ । ଫେବୃଆରୀ ୧୬ ତାରିଖ ଆବେଦନର ଶେଷ ତାରିଖ ରଖାଯାଇଛି । ଏନେଇ ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com