ବିଜ୍ଞାନ ଓ ପ୍ରଯୁକ୍ତି

ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କୁ ଆଉ ଏକ ସୁଯୋଗ

ଭୁବନେଶ୍ୱର, ୦୨/୦୧/୨୦୨୩-   ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କୁ ଆଉ ଏକ ସୁଯୋଗ ଦେବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏନେଇ ନିଷ୍ପତ୍ତି ଅନୁସାରେ ୨୦୧୯, ୨୦୨୦ ଓ ୨୦୨୧ରେ ଦେଇଥିବା ପରୀକ୍ଷାର୍ଥୀଙ୍କୁ ଆଉ ଏକ ସୁଯୋଗ ମିଳିବ । ତିନୋଟି ସୁଯୋଗ ସରିଥିଲେ ବି ଆଉ ଏକ ସୁଯୋଗ ମିଳିବ । ଏନେଇ ସର୍ବୋଚ୍ଚ ବୟସସୀମା ଅତିକ୍ରମ କରିଥିଲେ ମଧ୍ୟ ପରୀକ୍ଷା ଦେଇହେବ । ଏହି ଖବରକୁ ନେଇ ଆଶାୟୀ ପ୍ରାର୍ଥୀମାନେ ସେମାନଙ୍କର ଖୁସିବ୍ୟକ୍ତ କରିଛନ୍ତି । ସାଧାରଣ ପ୍ରଶାସନ ପକ୍ଷରୁ ପରୀକ୍ଷା ନେଇ ରିଜୋଲ୍ୟୁସନ ଜାରି ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com