ଜାତୀୟ

ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍ ଇଣ୍ଡିଆ ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି

ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍ ଇଣ୍ଡିଆ ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିଯୁକ୍ତି ମାଧ୍ୟମରେ ସ୍ୱତନ୍ତ୍ର କ୍ୟାଡର ଅଧିକାରୀ ପଦବୀ ସହିତ ଅନ୍ୟାନ୍ୟ ମ୍ୟାନେଜର ପୋଷ୍ଟ୍ ପୂରଣ ହେବ।

ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଅନ୍‌ଲାଇନ୍‌ରେ ଆରମ୍ଭ ହୋଇଯାଇଛି। ମୋଟ୍ ୧୩୧ଟି ପଦବୀ ପୂରଣ ପାଇଁ ବିଜ୍ଞପ୍ତିରେ କୁହାଯାଇଛି। ପ୍ରାର୍ଥୀମାନେ SBI ର ଅଫିସିଆଲ୍ ୱେବ୍‌ସାଇଟ୍ sbi.co.in କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଅନ୍‌ଲାଇନ୍ ଆବେଦନ ୧୩ ଫେବ୍ରୁଆରୀ ଆରମ୍ଭ ହୋଇଥିବା ବେଳେ ଆବେଦନର ଶେଷ ତାରିଖ ୦୪ ମାର୍ଚ୍ଚ ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com