ଅନ୍ତର୍ଜାତୀୟଐତିହ୍ୟ ଓ ସଂସ୍କୃତିଓଡ଼ିଶାଜାତୀୟମନୋରଞ୍ଜନ

ବରଗଡ଼ ଧନୁଯାତ୍ରାର ଆଜି ଶେଷ ଦିନ

ବରଗଡ଼, ୦୬/୦୧/୨୦୨୩ –    ଶୁକ୍ରବାର ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଅନ୍ତିମ ରଜନୀ । ଦଶମ ଦିବସରେ ମଥୁରାରେ ପହଞ୍ଚିଛନ୍ତି କୃଷ୍ଣ-ବଳରାମ । ପ୍ରଭୁଙ୍କୁ ଦର୍ଶନ ପାଇ ଭକ୍ତଙ୍କ ଭିତରେ ଆନନ୍ଦ, ଉତ୍ସାହ ଲାଗି ରହିଛି । ଆଜି କୃଷ୍ଣ ବଳରାମଙ୍କ ସହ ଗୋପାଳ ବାଳକଙ୍କ ମଥୁରା ଭ୍ରମଣ, କୁବଳୟା ହସ୍ତୀ ବଧ, ଚାଣୁର ଓ ମୁଷ୍ଟିକ ଆଦି ଅଷ୍ଟମଲ୍ଲ ବଧ, ଶିବଧନୁ ଭଗ୍ନ ଅଭିନୀତ ହେବ । ଶେଷରେ ମାମୁଁ କଂସକୁ କୃଷ୍ଣ ବଧ କରିବା ପରେ ସହ ଉଗ୍ରସେନଙ୍କ ରାଜ୍ୟାଭିଷେକ ଏବଂ ମଥୁରା କାରାଗାରରୁ ଦେବକୀ ବସୁଦେବଙ୍କୁ ମୁକ୍ତ କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com