ଅନ୍ୟାନ୍ୟ

ଅର୍ଚ୍ଚନା ନାଗ ମାମଲାରେ ଚାର୍ଜସିଟ ଦାଖଲ କରିବ ED

 ଭୁବନେଶ୍ୱର, ୦୯/୦୧/୨୦୨୩ –   ବହୁଚର୍ଚ୍ଚିତ ଲେଡି ବ୍ଳକମେଲର ଅର୍ଚ୍ଚନା ନାଗ ମାମଲାରେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କ ବିରୋଧରେ ମନି ଲଣ୍ଡରିଂର ବ୍ୟାପକ ପ୍ରମାଣ ମିଳିଛି । ଏଥିପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସୋମବାର ପ୍ରଥମ ପର୍ଯ୍ୟାୟ ଚାର୍ଜସିଟ ଦାଖଲ କରିବ । ଚାର୍ଜସିଟରେ ଅର୍ଚ୍ଚନା ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ବୋଲି ଇଡି ଉଲ୍ଲେଖ କରିଛି । ୧୩୦୦ ପୃଷ୍ଠାର ଏହି ଚାର୍ଜସିଟରେ ଅର୍ଚ୍ଚନାର କଳା ସାମ୍ରାଜ୍ୟର ସବିଶେଷ ତଥ୍ୟ ରହିଛି  । ଫିଲ୍ମ ପ୍ରଯୋଜକଙ୍କ ଠାରୁ ଆରମ୍ଭ କରି ହୋଟେଲ ବ୍ୟବସାୟୀ ବିଲଡର, ନେତା ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଅର୍ଚ୍ଚନାଙ୍କ ବ୍ଲାକମେଲର ଶିକାର ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com