ଜାତୀୟ

ମଧ୍ୟପ୍ରଦେଶ ବୁରହାନପୁର ଜିଲ୍ଲାର ଆସିରଗଡ଼ ଦୁର୍ଗରେ ବୀରସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା କରାଯିବ

ମଧ୍ୟପ୍ରଦେଶ ବୁରହାନପୁର ଜିଲ୍ଲାର ଆସିରଗଡ଼ ଦୁର୍ଗରେ ବୀରସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା କରାଯିବ । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ପ୍ରତିଶ୍ରୁତି ଦେଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ପରେ ଚିଠିର ଉତର ରଖି ଏହି ସୂଚନା ଦିଆଯାଇଛି । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି ଯେ, ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ ଓ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ପରେ ଯୋଜନା କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com