ଓଡ଼ିଶା

ଆଗାମୀ ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା

ଆଗାମୀ ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତା ୫ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତେବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହି ଲଘୁଚାପ ପ୍ରଭାବରେ ୧୫ ନଭେମ୍ବରଠୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ୧୬ ତାରିଖ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।

Related Articles

Back to top button
WP Twitter Auto Publish Powered By : XYZScripts.com