Featuredଜାତୀୟଶିକ୍ଷା

ଆଜି ପରୀକ୍ଷା ପେ’ ଚର୍ଚ୍ଚା କରିବେ ପ୍ରଧାନମନ୍ତ୍ରୀ : ଛାତ୍ରଛାତ୍ରୀଙ୍କୁ ବତାଇବେ ଟ୍ରିକ

ପରୀକ୍ଷା ପେ’ ଚର୍ଚ୍ଚା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିଲ୍ଲୀର ତାଲକୋଟା ଷ୍ଟାଡିୟମରୁ ଦେଶର ୩୮ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ । ଗତ ବର୍ଷ ତୁଳନାରେ ଏହି ସଂଖ୍ୟା ୧୫ ଲକ୍ଷ ୭୩ ହଜାର ଅଧିକ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ।

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଜନ ଆନ୍ଦୋଳନରେ ପରିଣତ ହୋଇଛି । ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ ଦିଗରେ ଏହି କାର୍ଯ୍ୟକ୍ରମକୁ ଦେଶର ଲୋକମାନେ ସକରାତ୍ମକ ଭାବେ ଗ୍ରହଣ କରିଛନ୍ତି ।  ଏହା ବିଦ୍ୟାର୍ଥୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢାଉଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

Related Articles

Back to top button
WP Twitter Auto Publish Powered By : XYZScripts.com