ମନୋରଞ୍ଜନ

ଖୁବଶୀଘ୍ର ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ଘରକୁ ଖୁସି ଆସିବାକୁ ଯାଉଛି

ଖୁବଶୀଘ୍ର ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ଘରକୁ ଖୁସି ଆସିବାକୁ ଯାଉଛି। ମାର୍ଚ୍ଚରେ ସିଦ୍ଧୁ ମୁସେୱାଲାଙ୍କ ମା’ ଚରଣକୌର ସିଂ ଏକ ସନ୍ତାନ ପ୍ରସବ କରିବାକୁ ଯାଉଛନ୍ତି।

ହଁ, ସିଦ୍ଧୁ ମୁସେୱାଲାଙ୍କ ମା’ ଏକ ସ୍ବତନ୍ତ୍ର କୌଶଳ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିବାକୁ ଯାଉଛନ୍ତି । ସିଦ୍ଧୁ ମୁସେୱାଲାଙ୍କ ମାମୁଁ ଚାମକୌର ସିଂ ନିଜେ ଏହା ନିଶ୍ଚିତ କରିଛନ୍ତି। ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ପରେ ଏହା ପ୍ରଥମ ଥର ହେବ, ଯେତେବେଳେ ତାଙ୍କ ଘରେ ଖୁସିର ଗୁଞ୍ଜନ ଶୁଣାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com