କ୍ରୀଡ଼ା

ଆଜି ଦ୍ବିତୀୟ ଟି-୨୦: ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ

ଆଜି ଦ୍ବିତୀୟ ଟି-୨୦ରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ । ସନ୍ଧ୍ୟା ୭ଟାରେ ଲକ୍ଷ୍ନୌରେ ଖେଳାଯିବ ମ୍ୟାଚ୍ । ପ୍ରଥମ ଟି-୨୦ରେ ଭାରତ ପରାସ୍ତ ହେବା ପରେ ଆଜି କର ବା ମର ସ୍ଥିତି । ଆଜିର ମ୍ୟାଚ୍ ଜିତି ପୁଣି ସରିଜ ବରାବର କରିବାକୁ ଚେଷ୍ଟା କରିବ ଟିମ ଇଣ୍ଡିଆ ।

ଦିନିକିଆ ଶୃଙ୍ଖଳାକୁ ମୂଳପୋଛ କରିବା ଥିବା ଭାରତ ଶେଷ ଦୁଇଟି ଟି-୨୦ ଜିତି ସିରିଜ ଦଖଲ କରିବାକୁ ଲକ୍ଷ୍ୟ ରଖିଛି । ଶୁକ୍ରବାର ରାଞ୍ଚିରେ ଖେଳାଯାଇଥିବା ଶୃଙ୍ଖଳାର ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡ ୨୧ ରନରେ ଘରୋଇ ଦଳକୁ ମାତ୍ ଦେଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com