ବାଣିଜ୍ୟ

ଫେବୃଆରୀ ୨୧ରୁ ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ୱର, ୦୨/୦୨/୨୦୨୩ –   ବିଧାନସଭାର ବଜେଟ ଅଧିବେଶନ ଫେବୃଆରୀ ୨୧ରୁ ଆରମ୍ଭ ହେବ । ଏହା ମଧ୍ୟରେ ଫେବୃଆରୀ ୨୪ରେ ଆଗତ କରାଯିବ ରାଜ୍ୟ ବଜେଟ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିବେ । ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ ଅଧିବେଶନ । ଫେବୃଆରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଚାଲିବ ଏବଂ ଦ୍ଵିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ ।

Related Articles

Back to top button
WP Twitter Auto Publish Powered By : XYZScripts.com