ଶିକ୍ଷା

ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ

+୨ ପରୀକ୍ଷା ବୁଧବାର ଶେଷ ହୋଇଛି। ଶୁକ୍ରବାର ଠାରୁ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ ଓ ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ।

ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ ୨୨ତାରିଖରୁ ଏପ୍ରିଲ ୨ତାରିଖ ପର୍ଯ୍ୟନ୍ତ ପ୍ରାୟ ୬୫୦୦ ଶିକ୍ଷକ ଶିକ୍ଷୟତ୍ରୀ ଖାତା ଦେଖିବାକୁ ନିୟୋଜିତ ହୋଇଛନ୍ତି। ସେହିପରି ଏପ୍ରିଲ ୪ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୪ହଜାର ଶିକ୍ଷକ ଶିକ୍ଷୟତ୍ରୀ ଖାତାଦେଖା କାର୍ଯ୍ୟରେ ନିୟୋଜିତ ହେବେ।

Related Articles

Back to top button
WP Twitter Auto Publish Powered By : XYZScripts.com