Featuredଅନ୍ତର୍ଜାତୀୟ

ପାକିସ୍ତାନ ପୂର୍ବତନ ରାଷ୍ଟ୍ରପତି ପରଭେଜ୍ ମୁଶରଫଙ୍କ ପରଲୋକ

ପାକିସ୍ତାନ ପୂର୍ବତନ ରାଷ୍ଟ୍ରପତି ପରଭେଜ୍ ମୁଶରଫଙ୍କ ପରଲୋକ ହୋଇଛି । ପାକିସ୍ତାନ ଗଣମାଧ୍ୟମରେ ଏହି ଖବର ପ୍ରକାଶ ପାଇଛି । ଦୁବାଇର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କର ପରଲୋକ ହୋଇଛି ।

ଏହାପୂର୍ବରୁ ମଧ୍ୟ ତାଙ୍କର ମୃତ୍ୟୁ ଖବର ସୋସିଆଲ ମିଡିଆରେ ପ୍ରଚାର ହୋଇଥିବାବେଳେ ଏହାକୁ ଖଣ୍ଡନ କରିଥିଲେ ତାଙ୍କ ପରିବାର ଲୋକେ । ତେବେ ଅନେକ ଦିନ ଧରି ବିଭିନ୍ନ ଶରୀରିକ ସମସ୍ୟା ଯୋଗୁଁ ଚିକିତ୍ସାଧିନ ଥିଲେ । ବିଶେଷ କରି ‘ଅମାଇଲାଇଡୋସିସ’ ନାମକ ବିରଳ ରୋଗରେ ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବାବେଳେ ତାଙ୍କର ପରଲୋକ ହୋଇଥିବା ପାକିସ୍ତାନ ଗଣମାଧ୍ୟମରେ ଖବର ପ୍ରସାର ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com