ଅନ୍ୟାନ୍ୟ

ବୁଧବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ, ୦୭/୦୨/୨୦୨୩ –   ବୁଧବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସଂନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ପହୁଡ଼ ଆଳତି କରାଯିବ । ଏହାପରେ ଭିତରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ । ଗର୍ଭଗୃହ ମଧ୍ୟରେ ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com