ଅନ୍ୟାନ୍ୟ

ଗୋପାଳପୁର ମାଣ୍ଡିଆ ପଲ୍ଲୀ ଦୁର୍ଘଟଣା, ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଗତକାଲି ଗଞ୍ଜାମ ଜିଲ୍ଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ସଡକ ଦୁର୍ଘଟଣାରେ ୩ ଜଣ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।

 

Related Articles

Back to top button
WP Twitter Auto Publish Powered By : XYZScripts.com