ଅନ୍ୟାନ୍ୟ

ୟୁଟ୍ୟୁବର ନୂଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ

ଅନ୍ତର୍ଜାତୀୟ ସ୍ତରରେ ଆଇଟି କମ୍ପାନୀରେ ଭାରତୀୟ ବଂଶୋଦ୍ଭବଙ୍କ ଦବଦବା ରହିଛି । ଏହାରି ଭିତରେ ନିଲ ମୋହନ ମଧ୍ୟ ସାମିଲ ହୋଇଛନ୍ତି । ୟୁଟ୍ୟୁବର ନୂଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ । ୯ ବର୍ଷ ଧରି ଏହି ପଦରେ ରହିବା ପରେ ଗତକାଲି ସୁସାନ ୱଜସିକି ଇସ୍ତଫା ଦେଇଛନ୍ତି । ଏହାପରେ ଗୁଗୁଲ ପକ୍ଷରୁ ନିଲ ମୋହନଙ୍କୁ ନିଯୁକ୍ତି ମିଳିିଛି । ଏହାପୂର୍ବରୁ ନୀଲ ମୋହନ ୨୦୧୫ରୁ ୟୁଟ୍ୟୁବର ଚିଫ ପ୍ରଡକ୍ଚ ଅଫିସର ଦାୟିତ୍ୱରେ ଥିଲେ ।

ଷ୍ଟାନଫୋର୍ଡ ୟୁନିଭରସିଟିରୁ ନୀଲ ମୋହନ ପାଠ ପଢିଛନ୍ତି ।ନୀଲ ମୋହନ ମାଇକ୍ରୋସଫଟ, ଇନଟେଲ, ଆସେନଚର ଭଳି ବଡ ବଡ ଆଇଟି କମ୍ପାନୀର ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com