ଅନ୍ତର୍ଜାତୀୟ

ଉତ୍ତର ବୁର୍କିନା ଫାସୋରେ ଏକ କ୍ୟାଥୋଲିକ ଚର୍ଚ୍ଚ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି

ଉତ୍ତର ବୁର୍କିନା ଫାସୋରେ ଏକ କ୍ୟାଥୋଲିକ ଚର୍ଚ୍ଚ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଅତି କମରେ ୧୫ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଥିଲେ।

ଡୋରି ସୁବାର ପାଦ୍ରି ଜାନ-ପିଆର ସାଭଡୋଗୋ କହିଛନ୍ତି, ପ୍ରାର୍ଥନା ପାଇଁ ଲୋକମାନେ ଏକାଠି ହୋଇଥିବାବେଳେ ଏହି ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com