Featuredଜାତୀୟରାଜନୀତି

ଆତଙ୍କବାଦୀଙ୍କ ସହ ସଂପୃକ୍ତି ଥିବା ଗ୍ୟାଙ୍ଗ୍‌ଷ୍ଟର୍‌ଙ୍କ ୭୨ଟି ଠିକଣାରେ ଚଢ଼ାଉ କରିଛି ଏନ୍‌ଆଇଏ

ଏନ୍‌ଆଇଏର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ । ଆତଙ୍କବାଦୀଙ୍କ ସହ ସଂପୃକ୍ତି ଥିବା ଗ୍ୟାଙ୍ଗ୍‌ଷ୍ଟର୍‌ଙ୍କ ୭୨ଟି ଠିକଣାରେ ଚଢ଼ାଉ କରିଛି। ଏନ୍‌ଆଇଏ ଉତ୍ତରପ୍ରଦେଶ, ରାଜସ୍ଥାନ, ପଞ୍ଜାବ, ହରିଆଣା ଏବଂ ରାଜଧାନୀ ଦିଲ୍ଲୀରେ ଏହି ଚଢ଼ାଉ କରାଯାଉଛି।

ୟୁପିର ପିଲ୍‌ଭିଟ୍‌ ଏନ୍‌ଆଇଏ କର୍ମଚାରୀମାନେ ଜଣେ ଅସ୍ତ୍ର ଯୋଗଣାକାରୀଙ୍କ ଘରେ ଚଢ଼ାଉ କରିବା ସମୟରେ ଯୋଗାଣକାରୀର ଘରୁ ପାକିସ୍ଥାନରୁ ଆସିଥିବା ଅସ୍ତ୍ର ଜବତ କରିଛି ।

ପୂର୍ବରୁ ଗ୍ୟାଙ୍ଗ୍‌ଷ୍ଟର୍‌ ଲରେନ୍ସ ବିଷ୍ନୋଇ ଏବଂ ନୀରଜ ବବାନା ଗ୍ୟାଙ୍ଗ୍‌ର କିଛି ସଦସ୍ୟଙ୍କୁ ଏନ୍‌ଆଇଏ ପଚରାଉଚରା କରି ଯେଉଁ ତଥ୍ୟ ସଂଗ୍ରହ କରିଥିବା ତାହାରି ଆଧାରରେ ଏହି ଚଢ଼ାଉ ହେଉଥିବା ବିଶେଷ ସୂତ୍ରରୁ ଜାଣିବାକୁ ମିଳିଛି।

Related Articles

Back to top button
WP Twitter Auto Publish Powered By : XYZScripts.com