Featuredଓଡ଼ିଶାରାଜନୀତି

ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା

ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୮୯ ବ୍ୟାଚର IAS ହେଉଛନ୍ତି ପ୍ରଦୀପ କୁମାର ଜେନା । ବର୍ତ୍ତମାନର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ରେ ସରୁଥିବା ବେଳେ ଏହା ପୂର୍ବରୁ ନୂଆ ସିଏସଙ୍କ ନାମ ପ୍ରକାଶ ପାଇଛି ।

ମାର୍ଚ୍ଚ ୧ରୁ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା । ସେହିପରି ACS ଅନୁ ଗର୍ଗ ପରବର୍ତ୍ତୀ ଉନ୍ନୟନ କମିଶନର । ଜଳସମ୍ପଦ ବିଭାଗର ACS ଭାବେ ଅତିରିକ୍ତ ଦାୟିତ୍ୱ ବି ତୁଲାଇବେ ଅନୁ ଗର୍ଗ ।

Related Articles

Back to top button
WP Twitter Auto Publish Powered By : XYZScripts.com