Featuredଓଡ଼ିଶା

XIM ୟୁନିଭର୍ସିଟି ଅଡିଟୋରିୟମ ଉଦଘାଟନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଜାଭିୟର ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟ ବିଶ୍ବବିଦ୍ୟାଳୟ ଅଡିଟୋରିୟମ ଉଦଘାଟିତ। ଉଦଘାଟନୀ ସମାରୋହରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ XIM ୟୁନିଭର୍ସିଟି କର୍ମକର୍ତ୍ତାଙ୍କୁ କାର୍ଯ୍ୟକ୍ରମ ପାଇଁ ଧନ୍ୟବାଦ କରିବା ସହ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏଠାରେ ବିଭିନ୍ନ ସମ୍ମିଳନୀ, କାର୍ଯ୍ୟକ୍ରମ ହୋଇପାରିବ ଓ ଏହା ଓଡ଼ିଶାବାସୀଙ୍କ ପାଇଁ ଏକ ଭଲ ଉପହାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Related Articles

Back to top button