Featuredଓଡ଼ିଶାଜାତୀୟରାଜନୀତି

ଓଡିଶା ଆସିବେ ଅମିତ ଶାହ

ଭୁବନେଶ୍ବର : ଓଡିଶା ଆସିବେ ଅମିତ ଶାହ । ଆସନ୍ତା ୨୬ ତାରିଖ ଦିନ ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭଦ୍ରକରେ ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବେ ଅମିତ ଶାହ । ସେଠାରେ ତୃଣମଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ଉଦବୋଧନ ଦେବେ । ସାଧାରଣଲୋକଙ୍କ ଦଳ ସହିତ କିପରି ଯୋଡିବେ । ସେନେଇ କର୍ମୀଙ୍କୁ ଗୁରୁମନ୍ତ୍ର ମଧ୍ୟ ଦେବେ ।

Related Articles

Back to top button
WP Twitter Auto Publish Powered By : XYZScripts.com