ଓଡ଼ିଶା

ଅଟୋ ଓ ଟ୍ୟାକ୍ସିରେ ଯାତ୍ରୀମାନଙ୍କ ଯାତ୍ରାକୁ ସୁରକ୍ଷିତ କରିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଖୁବ୍‌‌ଶୀଘ୍ର ଏକ ମୋବାଇଲ ଆପ୍ଲିକେସନ ଲଞ୍ଚ କରିବାକୁ ଯାଉଛି

ଅଟୋ ଓ ଟ୍ୟାକ୍ସିରେ ଯାତ୍ରୀମାନଙ୍କ ଯାତ୍ରାକୁ ସୁରକ୍ଷିତ କରିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଖୁବ୍‌‌ଶୀଘ୍ର ଏକ ମୋବାଇଲ ଆପ୍ଲିକେସନ ଲଞ୍ଚ କରିବାକୁ ଯାଉଛି।

ଏହି ଆପ୍‌‌ ମାଧ୍ୟମରେ ଯାତ୍ରୀମାନେ ନିଜର ଗନ୍ତବ୍ୟସ୍ଥଳକୁ ସହଜରେ ଓ ସୁରକ୍ଷିତ ଭାବେ ଯାତ୍ରା କରିପାରିବେ। ଏଥିରେ ଯାତ୍ରୀମାନଙ୍କ ପାଇଁ ପ୍ରିପେଡ୍‌‌ ବୁକିଂ ସେବା ଉପଲବ୍ଧ ହେବ। ଯାତ୍ରୀମାନେ ପୂର୍ବରୁ ନିଜର ଗନ୍ତବ୍ୟସ୍ଥଳରେ ପହଞ୍ଚିବା ପାଇଁ ବୁକିଂ କରିବାର ବ୍ୟବସ୍ଥା ଏଥିରେ ଉପଲବ୍ଧ ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com