Featuredଜାତୀୟରାଜନୀତି

ସିସୋଦିଆଙ୍କୁ ୭ ଦିନ ରିମାଣ୍ଡରେ ନେଲା ଇଡି

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ମନୀଷ ସିସୋଦିଆଙ୍କୁ ୭ ଦିନିଆ ରିମାଣ୍ଡରେ ନେଇଛି ଇଡି । ସିସୋଦିଆଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା ଇଡି । କିନ୍ତୁ କୋର୍ଟ ସପ୍ତାହ ପାଇଁ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ।

ଇଡି ଗୁରୁବାର ମନିଷଙ୍କୁ ଗିରଫ କରିବା ପରେ ଶୁକ୍ରବାର ରିମାଣ୍ଡ ପାଇଁ ଆବେଦନ କରିଥିଲା । ହେଲେ ଏହାକୁ ବିରୋଧ କରିଥିଲେ ସିସୋଦିଆଙ୍କ ଓକିଲ ଦୟାନ କ୍ରିଷ୍ଣା ।

Related Articles

Back to top button
WP Twitter Auto Publish Powered By : XYZScripts.com