ଓଡ଼ିଶା

ଆଜିଠୁ କମିବ ପଶ୍ଚିମା ଝଡ଼ର ପ୍ରଭାବ

ଆଜିଠୁ କମିବ ପଶ୍ଚିମା ଝଡ଼ର ପ୍ରଭାବ । ହାଲୁକା ବର୍ଷା ନେଇ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କନାଳ, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା ଓ କଟକ ପାଇଁ ସତର୍କ ସୂଚନା ଜାରି ହୋଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡ଼ିରେ ସର୍ବାଧିକ ୮ ମିଲିମଟର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ନଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com