Featuredଓଡ଼ିଶା

ଡିଜେ ଆଜେକ୍ସଙ୍କ ଆତ୍ମହତ୍ୟା

ଶୋ ପୂର୍ବରୁ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାରଙ୍କ ଆତ୍ମହତ୍ୟା ଅଭିଯୋଗ । ଗତକାଲି ସନ୍ଧ୍ୟାରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ବେଡ୍ ସିଟରେ ଝୁଲି ପଡ଼ିଥିବା ବେଳେ କବାଟ ଭାଙ୍ଗି ଉଦ୍ଧାର କରି ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ ପରିବାର । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com