Featuredଜାତୀୟମନୋରଞ୍ଜନ

ସଲମାନ ଖାନଙ୍କୁ ୱାଇ ପ୍ଲସ ସୁରକ୍ଷା ଯୋଗାଇଲା ମୁମ୍ବାଇ ପୋଲିସ

ସଲମାନ ଖାନଙ୍କୁ ପୁଣି ଦିଆଯାଇଛି ହତ୍ୟା ଧମକ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ଇ-ମେଲ ଯୋଗେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି । ଏନେଇ ସଲମନଙ୍କ ଟିମ ପକ୍ଷରୁ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରାଯାଇଛି । ଧମକ ପରେ ସଲମାନଙ୍କ ଘର ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସଲମାନଙ୍କୁ ୱାଇ -ପ୍ଲସ ସୁରକ୍ଷା ଯୋଗାଇ ଦେଇଛି ମୁମ୍ବାଇ ପୁଲିସ ।

ସୂଚନା ମୁତବାକ, ଶନିବାର ଅପରାହ୍ଣରେ ରୋହିତ ଗାର୍ଗ ନାମକ ଜଣେ ବ୍ୟକ୍ତି ତାଙ୍କୁ ଇ-ମେଲ କରିଥିଲେ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସହଯୋଗୀ କାନାଡାର ଗୋଲ୍ଡି ବରାର ତାଙ୍କ ସହ କଥା ହେବାକୁ ଚାହୁଁଥିବା ନେଇ ଇମେଲ ଆସିଥିଲା । ସମୟ ପୁର୍ବରୁ ଜଣାଇଦେଲି, ଆରଥରକୁ ସିଧା ଝଟକା ମିଳବ ବୋଲି ହିନ୍ଦିରେ ଲେଖା ଥିବା ମେଲ ଆସିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com