Featuredଅନ୍ତର୍ଜାତୀୟ

ପାକିସ୍ତାନରେ ଭୂମିକମ୍ପ : ୯ ମୃତ

ଭୀଷଣ ଭୂମିକମ୍ପରେ ଥରି ଉଠିଲା ପାକିସ୍ତାନ । ଆଫଗାନିସ୍ତାନରେ କେନ୍ଦ୍ରୀଭୂତ ହୋଇଥିବା ଭୂମିକମ୍ପରେ ୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୮୦-ରୁ ଅଧିକ ଲୋକେ ଆହତ ହୋଇଥିବା ସୂଚନା ରହିଛି ।

ଭୂମିକମ୍ପର ତୀବ୍ରତା ରେକ୍ଟର ସ୍କେଲରେ ୬.୬ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ର ପାକିସ୍ତାନଠାରୁ ୧୮୦ କିଲୋମିଟର ଦୂରରେ ଥିଲେ ବି ଏଥିରେ ପାକିସ୍ତାନର ଲାହୋର, ଇସ୍ଲାମାବାଦ, ରାୱଲପିଣ୍ଡି, କ୍ୱେଟା, ପେଶାୱର, କୋହାଟ ସମେତ ଅନ୍ୟ କିଛି ସହର ଦୋହଲିଯାଇଥିଲା । କେବଳ ଏତିକି ନୁହେଁ ଏହି ଭୂମିକମ୍ପରେ ଉତ୍ତରଭାରତର ଦିଲ୍ଲୀ ସମେତ ଦିଲ୍ଲୀ-ଏନସିଆର ସମେତ ପଞ୍ଜାବ, ହରିୟାଣା, ଜାମ୍ମୁକାଶ୍ମୀରରେ ଭୂମିକମ୍ପ ଅନୁଭୂତ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com