ଅନ୍ୟାନ୍ୟ

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୮/ ୦୩/ ୨୦୨୩ –   ଓଡ଼ିଶାରେ ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି । ଏ ନେଇ କଟକ ଓ ଭୁବନେଶ୍ୱର ସମେତ ୧୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଜିଲ୍ଲାଗୁଡିକ ହେଲା- କଟକ, ଯାଜପୁର, ଭଦ୍ରକ, କେନ୍ଦୁଝର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଓ ବାଲେଶ୍ୱର । ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ସେହିପରି ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ସତର୍କ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com