Featuredଅନ୍ତର୍ଜାତୀୟ

ଆଫଗାନିସ୍ତାନରେ ଭୂମିକମ୍ପ ଅନୁଭୂତ

ଆଜି ସକାଳ ୫.୪୯ରେ ଆଫଗାନିସ୍ତାନରେ ୪.୩ ତୀବ୍ରତାସମ୍ପନ୍ନ ଭୂମିକମ୍ପ ସଂଘଠିତ ହୋଇଥିବା କଥା ‘ଦି ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍ମୋଲୋଜି’ ସୂଚନାରୁ ଜଣାପଡ଼ିଛି। କାବୁଲ୍ ନଗରୀର ପୂର୍ବକୁ ୮୫ କିଲୋମିଟର୍‌ ଦୂରବର୍ତ୍ତୀ ଅଞ୍ଚଳ ଅନ୍ତର୍ଗତ ଭୂଗର୍ଭର ୧୦ କିଲୋମିଟର୍‌ ଅଭ୍ୟନ୍ତର ଥିଲା ଏହି ଭୂମିକମ୍ପର ଉତ୍ପତ୍ତିସ୍ଥଳ। କିନ୍ତୁ, ଏଥିଯୋଗୁଁ କେହି ମୃତାହତ ହୋଇଥିବା କିଂବା କିଛି ଧନସମ୍ପତ୍ତି ନଷ୍ଟ ହୋଇଥିବା ରିପୋର୍ଟ ମିଳିନାହିଁ।

Related Articles

Back to top button