Featuredଜାତୀୟ

ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ପୁଣି ଏକ ଝଟକା ଲାଗିଛି । ସିବିଆଇ ତରଫରୁ ଦାଖଲ କରାଯାଇଥିବା ମାମଲାର ଶୁଣାଣି କରି କୋର୍ଟ ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି । ଏବେ ତଳ କୋର୍ଟର ନିଷ୍ପତ୍ତି ବିରୋଧରେ ସିସୋଦିଆ ହାଇକୋର୍ଟରେ ଆବେଦନ କରିବେ ବୋଲି ଜଣାପଡିଛି ।

ଦିଲ୍ଲୀ ଅବକାରୀ ନୀତି ମାମଲାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆସିବା ପରେ ସିବିଆଇ ତରଫରୁ ବାରମ୍ବାର ମନୀଷ ସିସୋଦିଆଙ୍କୁ ଜେରା କରିବା ପରେ ଫେବୃଆରୀ ୨୬ ତାରିଖରେ ଗିରଫ କରିଥିଲା । ଜେରା ପରେ ଇଡି ପୁଣିଥରେ ସିସୋଦିଆଙ୍କୁ ଗିରଫ କରିଥିଲା । ଏହି ମାମଲାରେ ସିସୋଦିଆ କୋର୍ଟରେ ଜାମିନ ଆବେଦନ କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com