କ୍ରୀଡ଼ା

ଆଜି IPLରେ ଦୁଇଟି ମ୍ୟାଚ୍ ଖେଳାଯିବ

ଭୁବନେଶ୍ୱର, ୦୨/ ୦୪/ ୨୦୨୩ –    ସୁପର ସଣ୍ଡେରେ ଆଜି IPLରେ  ଦୁଇଟି ମ୍ୟାଚ୍ ଖେଳାଯିବ । ପ୍ରଥମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନକୁ ଭେଟିବ । ସେହପରି ଆଜି ଦ୍ୱିତୀୟ ମ୍ୟାଚରେ ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ଏହି ମ୍ୟାଚ ସନ୍ଧ୍ୟା ୭.୩୦ରେ ବାଙ୍ଗାଲୋରର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ । ୩ ବର୍ଷ ପରେ ଘରୋଇ ଷ୍ଟାଡିୟମରେ ମ୍ୟାଚ ଖେଳାଯାଉଥିବାରୁ RCB ଦର୍ଶକଙ୍କ ବେଶ୍ ଉତ୍ସାହ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com