Featuredଅନ୍ତର୍ଜାତୀୟ

ଆତ୍ମସମର୍ପଣ କରିପାରନ୍ତି ଡୋନାଲ୍ଡ ଟ୍ରମ୍ପ

କୋର୍ଟରେ ଆତ୍ମସମର୍ପଣ କରିପାରନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ । ଏହାକୁ ଦୃଷ୍ଟିରେ ରଖି ନ୍ୟୁୟର୍କରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଟ୍ରମ୍ପ କୋର୍ଟରେ ହାଜର ହେବା ପୂର୍ବରୁ ତାଙ୍କର ସମର୍ଥକମାନେ ପ୍ରଦର୍ଶନ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ତେଣୁ ଟ୍ରମ୍ପ ଟାୱାରକୁ ନ୍ୟୁୟର୍କ ପୁଲିସ ଘେରି ରହିଥିବା ଜଣାପଡିଛି ।

ପର୍ଣ୍ଣ ଷ୍ଟାର ଷ୍ଟର୍ମି ଡେନିୟଲ୍ସଙ୍କୁ ଲାଞ୍ଚ ଦେବା ଅଭିଯୋଗରେ ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ବଢିଯାଇଛି । ଏହି ମାମଲାରେ ଗିରଫଦାରୀକୁ ଏଡାଇବାକୁ ସେ କୋର୍ଟରେ ଯାଇ ଆତ୍ମସମର୍ପଣ କରିପାରନ୍ତି ବୋଲି ଅନ୍ତର୍ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com