ଓଡ଼ିଶା

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ନାଁ ଘୋଷଣା କରିଛି ବିଜେପି

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ବିଧାୟକ ପ୍ରାର୍ଥୀ ଭାବେ ଟଙ୍କଧର ତ୍ରିପାଠୀଙ୍କ ନାଁ ଘୋଷଣା କରିଛି ବିଜେପି । ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ସୀକୃତି ପ୍ରଦାନ ପରେ ଟଙ୍କଧରଙ୍କ ନାଁ ଘୋଷଣା କରାଯାଇଛି ।

ପୂର୍ବରୁ ବିଜେଡି ଦୀପାଳି ଦାସଙ୍କୁ ବିଧାୟକ ପ୍ରାର୍ଥୀ ଭାବେ ଘୋଷଣା କରିଥିବାବେଳେ କଂଗ୍ରେସ ମଧ୍ୟ ପ୍ରାର୍ଥୀ ଘୋଷଣା କରିସାରିଛି  ।

Related Articles

Back to top button
WP Twitter Auto Publish Powered By : XYZScripts.com