ଓଡ଼ିଶା

ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି।

ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ ହୋଇପଡ଼ିଥିବା ତାଙ୍କ ପୁଅ ସୂଚନା ଦେଇଛନ୍ତି। ତେବେ ଅତ୍ୟଧିକ ଗରମ ଓ ମେଡିସିନ ଡୋଜ୍ ଅଧିକ ଖାଇବା ଯୋଗୁ ବାବା ଦୁର୍ବଳ ହୋଇଯାଇଛନ୍ତି ବୋଲି ତାଙ୍କ ପୁଅ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com