ଓଡ଼ିଶା

ତାରିଣୀ ବସ୍ତ୍ରାଳୟରେ ଜିଏସ୍‌ଟି ରେଡ୍‌

ତାରିଣୀ ବସ୍ତ୍ରାଳୟରେ ଜିଏସ୍‌ଟି ରେଡ୍‌ । ଭୁବନେଶ୍ୱର ସ୍ଥିତ କଳ୍ପନା ଛକରେ ଥିବା ତାରିଣୀ ବସ୍ତ୍ରାଳୟରେ ଜିଏସ୍‌ଟି ପକ୍ଷରୁ ରେଡ୍‌ ଚାଲିଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । ସେହିପରି ତାରିଣୀ ବସ୍ତ୍ରାଳୟର ସୋ ରୁମ୍, ଗୋଦାମ ଘର, କେଦାର ଲେନ୍ ଏବଂ ବନମାଳୀପୁରରେ ଥିବା ବାସଭବନରେ ରେଡ୍ ଚାଲିଛି। ଏହି ଚଢାଉରେ ୨୦ ଜଣ ଅଧିକାରୀ ସାମିଲ ଥିବା ଜଣାପଡିଛି।

Related Articles

Back to top button
WP Twitter Auto Publish Powered By : XYZScripts.com