ଓଡ଼ିଶା

ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହୋଇଛି ସିଂହଦ୍ୱାର ପ୍ରତିହାରୀ ସେବା

ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହୋଇଛି ସିଂହଦ୍ୱାର ପ୍ରତିହାରୀ ସେବା। ସିଂହଦ୍ୱାର ନିକଟରେ ଜଗିରହିଛନ୍ତି ପ୍ରତିହାରୀ ସେବକ। ଶ୍ରଦ୍ଧାଳୁଙ୍କୁ ଉପରେ ସେମାନେ ରଖିଛନ୍ତି ନଜର।

କୌଣସି ଅଣହିନ୍ଦୁ ଯେପରି ମନ୍ଦିର ଭିତରକୁ ପ୍ରବେଶ ନକରନ୍ତି, ସେଥିପାଇଁ ନଜର ରଖିଛନ୍ତି। ସିଂହଦ୍ୱାର ସମ୍ମୁଖରେ ସକାଳୁ ଦ୍ୱାର ଫିଟା ସମୟରେ ଦୁଇ ଜଣ ଓ ସନ୍ଧ୍ୟାରେ ଆଳତି ସମୟରେ ୨ଜଣ ପ୍ରତିହାରୀ ସେବକ ମୁତୟନ ରହିବେ।

Related Articles

Back to top button
WP Twitter Auto Publish Powered By : XYZScripts.com