ଜାତୀୟ

ଟ୍ରକ୍‌‌ ଟର୍ମିନାଲ ନିର୍ମାଣ ପାଇଁ ଡିପିଆର୍‌ ପ୍ରସ୍ତୁତ

ଜାତୀୟ ରାଜପଥରେ ସୁରକ୍ଷିତ ଗାଡ଼ି ଚଳାଚଳ ସହ ଟ୍ରକ୍‌‌ ଚାଳକଙ୍କ ସୁବିଧା ପାଇଁ ପ୍ରସ୍ତାବିତ ଟ୍ରକ୍‌‌ ଟର୍ମିନାଲ ନିର୍ମାଣ ପାଇଁ ଡିପିଆର୍‌ ପ୍ରସ୍ତୁତ ହୋଇଛି। ଏଥିପାଇଁ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

ଜମି ଚିହ୍ନଟ ହୋଇସାରିଥିବାରୁ ଡିପିଆର୍‌ ପ୍ରସ୍ତୁତି ପାଇଁ କିଛି ମାସ ତଳେ ପରିବହନ ବିଭାଗ ପକ୍ଷରୁ ପୂର୍ତ୍ତ ବିଭାଗକୁ ଅନୁରୋଧ କରାଯାଇଥିଲା। ସୂଚନାନୁସାରେ, ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ନବରଙ୍ଗପୁର, ଯାଜପୁର, ବ୍ରହ୍ମପୁର, କେନ୍ଦୁଝର ଏବଂ ଜଗତସିଂହପୁରରେ ଟ୍ରକ୍‌‌ ଟର୍ମିନାଲ ନିର୍ମାଣ ପାଇଁ ଯୋଜନା ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com