ଅନ୍ତର୍ଜାତୀୟ

ଅଷ୍ଟ୍ରେଲିଆ ବହିର୍ବ୍ୟାପାର ମନ୍ତ୍ରୀ ପେନ୍ନି ଓ୍ବଙ୍ଗ୍‌ ନିଜ ଦୀର୍ଘଦିନର ମହିଳା ପାର୍ଟନର ସୋଫିଏ ଆଲ୍ଲୋଉଆଚେଙ୍କୁ ବିବାହ କରିଛନ୍ତି

ଅଷ୍ଟ୍ରେଲିଆ ବହିର୍ବ୍ୟାପାର ମନ୍ତ୍ରୀ ପେନ୍ନି ଓ୍ବଙ୍ଗ୍‌ ନିଜ ଦୀର୍ଘଦିନର ମହିଳା ପାର୍ଟନର ସୋଫିଏ ଆଲ୍ଲୋଉଆଚେଙ୍କୁ ବିବାହ କରିଛନ୍ତି। ନିଜ ସମଲିଙ୍ଗୀ ବିବାହ ସମ୍ପର୍କରେ ଓ୍ବଙ୍ଗ୍‌ ରବିବାର ଇନ୍‌ଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି।

ଏହି ସ୍ବତନ୍ତ୍ର ଦିନରେ ଆମ ସହ ପରିବାର ଓ ସମ୍ପର୍କୀୟମାନେ ଖୁସି ଶେୟାର କରିପାରିବେ ବୋଲି ସେ ଉଲ୍ଲେଖ କରିଛନ୍ତି। ଏଥିସହ ନିଜ ପାର୍ଟନରଙ୍କ ସହିତ ମାଲେସୀୟ-ଚାଇନା ରୀତିନୀତିରେ ବିବାହ ବେଳର ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com